www.samajalive.in
Friday, December 5, 2025
26.1 C
Bhubaneswar

ମାଆକୁ ମେଡିକାଲ ନେଉଥିଲା ପୁଅ; ଦୁର୍ଘଟଣାରେ ମାଆ ମୃତ, ପୁଅ ଗୁରୁତର

ବୌଦ୍ଧ : ବୌଦ୍ଧରେ ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ମାଆର ଜୀବନ। କିଆକଟା ବ୍ରିଜ ଉପରେ ଏହି ଦୁର୍ଘଟଣା ଘଟିଥିବା ବେଳେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କ ପୁଅ ଗୁରୁତର ହୋଇଛନ୍ତି। ଅସୁସ୍ଥ ମାଆକୁ ବାଇକ୍‌‌ରେ ନେଇ ପୁଅ ମେଡିକାଲ ଆଣିବା ବେଳେ ଏହି ଦୁର୍ଘଟଣା ଘଟିଛି। ବାଇକ୍‌‌କୁ ଏକ ଟ୍ରକ୍‌‌ ପଛରୁ ଧକ୍କା ଦେଇ ଚମ୍ପଟ ମାରିଛି। ମାଆ ଓ ପୁଅଙ୍କୁ ଉଦ୍ଧାର କରାଯାଇ ମେଡିକାଲ ନିଆଯାଇଥିଲା। ମେଡିକାଲରେ ମାଆକୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଗୁରୁତର ପୁଅକୁ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories