www.samajalive.in
Wednesday, December 10, 2025
18.1 C
Bhubaneswar

ବୌଦ୍ଧ ଶିଶୁ ମନ୍ଦିରରେ ରାଷ୍ଟ୍ରୀୟ ନବ ବର୍ଷ ପାଳିତ

ବୌଦ୍ଧ : ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ରାଷ୍ଟ୍ରୀୟ ନବ ବର୍ଷ ଧୁମ୍ ଧାମରେ ପାଳିତ ହୋଇଯାଇଛି। ଓଡ଼ିଶା ପଶ୍ଚିମ ପ୍ରାନ୍ତ ପ୍ରଚାରକ ଲକ୍ଷ୍ମଣ ନାଏକଙ୍କ କରକମଳରେ ପ୍ରଦୀପ ପ୍ରଜ୍ଜ୍ୱଳନ ହୋଇଥିଲା। ବିଦ୍ୟାଳୟର ସମ୍ପାଦକ ସାର ପ୍ରଧାନ,ପ୍ରଧାନ ଆଚାର୍ୟ୍ୟ ଶ୍ରୀଯୁକ୍ତ ଧରଣୀ ଧର ପରିଡ଼ା,ସହ-ପ୍ରଧାନ ଆଚାର୍ୟ୍ୟ ଶ୍ରୀଯୁକ୍ତ ଅଶୋକ କୁମାର ପୁରୋହିତ ମଞ୍ଚରେ ଉପସ୍ଥିତ ଥିଲେ । ଚୈତ ଶୁକ୍ଳ ପ୍ରତିପଦାକୁ ରାଷ୍ଟ୍ରୀୟ ନବ ବର୍ଷ ରୂପେ ପାଳନ କରାଯାଇଥାଏ ।ମୁଖ୍ୟ ଅତିଥି ଶ୍ରୀମାନ ଲକ୍ଷ୍ମଣ ନାଏକ ରାଷ୍ଟ୍ରୀୟ ନବ ବର୍ଷ ର ମହତ୍ତ୍ଵ ବିଷୟରେ ବର୍ଣ୍ଣନା କରିଥିଲେ କାର୍ୟ୍ୟକ୍ରମରେ ସମସ୍ତ ଗୁରୁଜୀ ଗୁରୁମା ତଥା ସେବକ ସେଵିକା ସହଯୋଗ କରିଥିଲେ ।ଶେଷରେ ଶ୍ରୀଯୁକ୍ତ ଅଶୋକ କୁମାର ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories