www.samajalive.in
Saturday, December 6, 2025
14.1 C
Bhubaneswar

ମାଟି ତଳୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ବୌଦ୍ଧ : ମାଟି ତଳୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି। ମନମୁଣ୍ଡା ଥାନା କନାଗୁନ ନିକଟ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ ହୋଇଥିବା ବେଳେ ତଲାସି ସମୟରେ ଏହି ମାଓ ସାମଗ୍ରୀ ଜବତ କରାଯାଇଛି । ଡିଭିଏଫ୍‌, ଡ୍ରୋନ୍‌ ସ୍କ୍ୱାଡର ମିଳିତ ଚଢାଉରେ ମାଟି ତଳୁ ୨୩୦ଟି ଗିଲୋଟିନ୍‌ ସମେତ ବହୁ ପରିମାଣର ବିସ୍ଫୋରକ ଜବତ ହୋଇଛି ।

ନୂଆବର୍ଷ ୨୦୨୫ ଆରମ୍ଭରେ ଗଜଲକ୍ଷ୍ମୀ ରାଜଯୋଗ; ମା’ଲକ୍ଷ୍ମୀ କରିବେ ଏହି ରାଶିଙ୍କୁ ଭାଗ୍ୟଶାଳୀ, ହେବେ ମାଲାମାଲ୍‌..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories