www.samajalive.in
Friday, December 5, 2025
23.1 C
Bhubaneswar

ଜଙ୍ଗଲୀ ବାରହା ମାଂସ ଜବତ, ଦୁଇ ଗିରଫ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଞ୍ଜ ବ୍ଲକ ମାଧପୁର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ରାଣୀଗଞ୍ଜ ନିକଟସ୍ଥ ଜଙ୍ଗଲରୁ ବନ ବିଭାଗ ଗୁରୁବାର ରାତିରେ ଚଢ଼ାଉ କରି ୩୪ କେଜି ଜଙ୍ଗଲୀ ବାରହା ମାଂସ ଜବତ କରିଛି। ଏହି ଘଟଣାରେ ରାଣିଗଞ୍ଜ ଗ୍ରାମର କପିନ୍ଦ୍ର ମାଝୀ ଏବଂ ସତ୍ୟ ବେହେରାଙ୍କୁ ଗିରଫ କରିଛି। ସୂଚନା ଅନୁସାରେ ରାଣୀଗଞ୍ଜ ନିକଟସ୍ଥ ମୁଣ୍ଡେଶ୍ୱର ଜଙ୍ଗଲରେ ଜଙ୍ଗଲୀ ବାରହା ଶିକାର କରି ମାଂସ କଟା ଚାଲିଥିବା ବେଳେ ଜଙ୍ଗଲ ବିଭାଗ ମାଡ଼ି ବସିଥିଲା। ଏହି ଚଢ଼ାଉରେ ମାଧପୁର ରେଞ୍ଜ ଅଫିସର ଆଶିକ କୁମାର ଦିଗାଲଙ୍କ ସମେତ ବନ ବିଭାଗ ଟିମ ସାମିଲ ଥିଲେ।

Hot this week

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

‘ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ’- ଅପରାଧୀଙ୍କୁ ଦିଆଯାଇନି ରାଜନୈତିକ ସଂରକ୍ଷଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଅମଳରେ ଅପରାଧରେ ସମ୍ପୃକ୍ତ ରାଜନୈତିକ ବ୍ୟକ୍ତିଙ୍କୁ ସୁରକ୍ଷା...

Related Articles

Popular Categories