www.samajalive.in
Friday, December 5, 2025
20.1 C
Bhubaneswar

ଲଘୁ ଖଣିଜ ଦ୍ରବ୍ୟ ; ବିଭିନ୍ନ ସ୍ଥାନରେ ଚଢାଉ ,୨.୪୦ ଲକ୍ଷ ଜୋରିମାନା ଆଦାୟ 

ବୌଦ୍ଧ  : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟବ୍ୟାପୀ ଲଘୁ ଖଚ୍ଚିଜଦ୍ରବ୍ୟ ବେଆଇନ ଚାଲାଣ ଉପରେ ଚଢାଉ ଜାରି ରହିଛି। ଏହି ପରିପ୍ରେକ୍ଷିରେ ବୌଦ୍ଧ ଜିଲାପାଳ ସତ୍ୟରଞ୍ଜନ ସାହୁଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ବେଆଇନ ଭାବରେ ଲଘୁ ଖଣିଜ ଦ୍ରବ୍ୟ ଚାଲାଣ କରୁଥିବାବେଳେ ୧୦ ଗୋଟି ଗାଡିକୁ ଜବତ କରାଯିବା ସହିତ ସେମାନଙ୍କ ଠାରୁ ୨.୪୦ ଲକ୍ଷ ଟଙ୍କାର ଜୋରିମାନା ଆଦାୟ କରାଯାଇଛି। ଏହି ଚଢାଉରେ ଉପଜିଲାପାଳ ସନତ କୁମାର ନାଏକଙ୍କ ସମେତ ସମସ୍ତ ତହସିଲଦାର ଓ ରାଜସ୍ୱ ଅଧିକାରୀମାନେ ସାମିଲ ହୋଇଥିଲେ।

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories