www.samajalive.in
Sunday, December 7, 2025
23.1 C
Bhubaneswar

୮୭ କିଲୋ ଗଞ୍ଜେଇ ଜବତ

ବୌଦ୍ଧ : ବୌଦ୍ଧ ଥାନା ଅନ୍ତର୍ଗତ ବୌଦ୍ଧ ବାଘିଆପଡା ରାସ୍ତାର ପାନଖିମାଲ ଗ୍ରାମ ନିକଟସ୍ଥ ଏକ ନାଳ ନିକଟରୁ ଚାଲାଣ ପାଇଁ ରଖାଯାଇଥିବା ୮୭ କିଲୋ ଗଞ୍ଜେଇ ପୁଲିସ ଜବତ କରିଛି। ପୁଲିସ ସୂତ୍ରରୁ ମିଳିଥିବା  ପନଖିମାଲ ନିକଟସ୍ଥ ନାଳ ନିକଟରେ ଚାଲାଣ ପାଇଁ ଗଞ୍ଜେଇ ରଖାଯାଇଥିବା ନେଇ ବିଶ୍ଵସ୍ତ ସୂତ୍ରରୁ ସୂଚନା ପାଇ ପୁଲିସ ପକ୍ଷରୁ ଏକ ଟିମ୍ ଚଢାଉ କରିଥିଲା । ଏହି ଚଢ଼ାଉରେ ଦୁଇଗୋଟି ବସ୍ତାରେ ଥିବା ୮୭ କିଲୋ ଗଞ୍ଜେଇ ଜବତ କରାଯାଇଥିବାବେଳେ କାହାରିକୁ ଗିରଫ କରାଯାଇନାହିଁ । ଏନେଇ ବୌଦ୍ଧ ଥାନା କେଶ୍ ନମ୍ୱର୍ ୨୩୩/୨୪ ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories