ବୌଦ୍ଧରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି , ଜନଜୀବନ ଅସ୍ତବ୍ୟସ୍ତ

ବୌଦ୍ଧ  : ବୌଦ୍ଧ ଜିଲାରେ ବର୍ତ୍ତମାନ ପାରଦ ୪୨ ଡିଗ୍ରୀ ଉପରେ ଥିବାବେଳେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ କାଟ ଲୋକଙ୍କ ଦୁଃଖକୁ ଦ୍ବିଗୁଣିତ କରିଛି । ଜିଲାରେ ବାରମ୍ବାର ଅଘୋଷିତ ବିଦ୍ୟୁତ କାଟକୁ ନେଇ ସାଧାରଣରେ ଉଦବେଗ ପ୍ରକାଶ ପାଇଛି । ବୌଦ୍ଧ ସହର ଅପେକ୍ଷା ଜିଲାର ଗ୍ରାମାଞ୍ଚଳ ଗୁଡିକରେ ଅଧିକ ବିଦ୍ୟୁତ କାଟ ହେଉଛି । ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ … Continue reading ବୌଦ୍ଧରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି , ଜନଜୀବନ ଅସ୍ତବ୍ୟସ୍ତ