www.samajalive.in
Saturday, December 6, 2025
14.1 C
Bhubaneswar

କୁମ୍ବିଂ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ; ଏସଓଜି ଯବାନ ଗୁରୁତର

ବୌଦ୍ଧ: ସର୍ଚ୍ଚ ଅପରେସନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ । କଣ୍ଟାମାଳ ଥାନା ନାଲିକୁମ୍ପା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ୨ ରୁ ଅଧିକ ଏସଓଜି ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି । ତେବେ ତୁରନ୍ତ ଆହତ ଯବାନଙ୍କୁ ଏୟାର ଲିଫ୍ଟ କରାଯାଇଛି। ବର୍ତ୍ତମାନ ଆହତ ଯବାନ ସୋନପୁର ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଆହତ ଯବାନ ହେଲେ ଉତ୍କଳ ପଟେଲ, ଶିରୋମଣି ନାଏକ । ଉତ୍କଳ ପଟେଲଙ୍କ ଅବସ୍ଥା ଗୁରୁତର ହୋଇଥିବା ସୂଚନା ମିଳିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories