www.samajalive.in
Monday, December 8, 2025
24.1 C
Bhubaneswar

ଜବାହର ନବୋଦୟ ବିଦ୍ୟାଳୟ ପକ୍ଷରୁ ହରଘର ତ୍ରିରଙ୍ଗା ସଚେତନତା ଶୋଭାଯାତ୍ରା

ବୌଦ୍ଧ: ବୌଦ୍ଧ ଜବାହର ନବୋଦୟ ବିଦ୍ୟାଳୟ ପକ୍ଷରୁ ହରଘର ତ୍ରିରଙ୍ଗା ସଚେତନତା ଶୋଭାଯାତ୍ରା ଆୟୋଜନ କରାଯାଇଛି । ଏହି ଶୋଭାଯାତ୍ରାରେ ସ୍କାଉଟ ଓ ଗାଇଡ,ଏନସିସି ଓ ଏନଏସଏସର ଛାତ୍ରଛାତ୍ରୀମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନେ ନବୋଦୟ ବିଦ୍ୟାଳୟରୁ ବାହାରି ପାଖରେ ଥିବା ଏରେଡା ଗ୍ରାମ ପରିକ୍ରମା କରି ଆଜାଦି କା ଅମୃତ ମହୋତ୍ସବର ବାର୍ତା ପ୍ରତି ଗ୍ରାମବାସୀଙ୍କ ପାଖରେ ପହଞ୍ଚାଇଥିଲେ । ଛାତ୍ରଛାତ୍ରୀମାନଙ୍କ ତରଫରୁ ସ୍ଲୋଗାନ ଓ ଦେଶାତ୍ମବୋଧକ ସଙ୍ଗୀତ ମଧ୍ୟ ଗାନ କରାଯାଇଥିଲା । ଗ୍ରାମବାସୀଙ୍କୁ ଜାତୀୟ ପତାକା ବଣ୍ଟନ କରି ଆଜାଦି କା ଅମୃତ ମହୋତ୍ସବର ଗୁରୁତ୍ୱକୁ ବୁଝାଇଥିଲେ । ବିଦ୍ୟାଳୟର ଅଧ୍ୟକ୍ଷା ଜୋଲି ଟମିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories