www.samajalive.in
Wednesday, December 10, 2025
14.1 C
Bhubaneswar

ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଲୋକଅଦାଲତ ପାଇଁ ସଚେତନତା

ବୌଦ୍ଧ: ଜିଲ୍ଲା ଆଇନସେବା ପ୍ରାଧିକରଣ ଦ୍ୱାରା ବୌଦ୍ଧ ଟାଉନ୍‌ ଏବଂ ବୌଦ୍ଧ ବ୍ଲକ ଅଞ୍ଚଳରେ ଏକ ଭ୍ରାମ୍ୟମାଣ ବାହନ ଦ୍ୱାରା ଆଗାମୀ ତା ୧୩.୦୮.୨୦୨୨ ରିଖରେ ଜିଲ୍ଲା କୋର୍ଟ ପରିସରରେ ଅନୁଷ୍ଠିତ ହେବାକୁ ଯାଉଥିବା ରାଷ୍ଟ୍ରୀୟ ଲୋକ ଅଦାଲତର ସୁବିଧା ସୁଯୋଗ କେମିତି ବିନା ଖର୍ଚ୍ଚରେ ସାଧାରଣଲୋକେ ଉଠାଇପାରିବେ ସେ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ କରାଯାଇଛି । ଏଥିରେ ଅଡିଓ ଏବଂ ଭିଜୁଆଲ ସଙ୍ଗୀତ ମାଧ୍ୟମରେ ଲୋକଙ୍କୁ ସଚେତନତା କରିବା ସହ ପ୍ରଚାରପତ୍ର ମଧ୍ୟ ବଣ୍ଟନ କରାଯାଇଅଛି । ଦୀର୍ଘ ଦିନରୁ ପଡି ରହିଥିବା ମୋକଦ୍ଦମା ଗୁଡିକ ରାଷ୍ଟ୍ରୀୟ ଲୋକ ଅଦାଲତ ଦ୍ୱାରା ତୁରନ୍ତ ଶୁଣାଣୀ କରାଯାଇ ସାଧାରଣଲୋକଙ୍କୁ ଉଚିତ ନ୍ୟାୟ ଦେବାର ବ୍ୟବସ୍ଥା କରାଯାଇଥିବାରୁ ଏହାର ସୁଯୋଗ ନେବାକୁ ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନିବେଦନ କରାଯାଇଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories