www.samajalive.in
Saturday, December 6, 2025
14.1 C
Bhubaneswar

ଗୁନ୍ଦୁଳିଆରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

ବୌଦ୍ଧ:  ବୌଦ୍ଧ ବ୍ଲକ ଗୁନ୍ଦୁଳିଆ ପଞ୍ଚୟତର ଗୁନ୍ଦୁଳିଆ ଠାରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ବିଡିଓ ଅବିନାଶ ପାଣ୍ଡିଆଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୌଦ୍ଧବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଗୁନ୍ଦୁଳିଆ ସରପଞ୍ଚ ଧବଳେଶ୍ୱର ସିଂ, ହରଭଙ୍ଗା ବ୍ଲକ ସହଗୋଷ୍ଠୀ ଶିକ୍ଷାଧିକାରୀ ତଥା ପରିବେଶବିତ ସ୍ୱରାଜ କୁମାର କହଁର ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପଞ୍ଚୟତର ମହିଳା ସ୍ୱଂୟ ସହାୟିକା ଗୋଷ୍ଠୀ ଓ ଗ୍ରାମବାସୀ ମାନେ ଯୋଗଦେଇ ଗ୍ରାମ ପରିକ୍ରମ କରି ସଫା ସୁତରା କରିବା ସହିତ ଲୋକଙ୍କୁ ସ୍ୱଚ୍ଛତା ନେଇ ସଚେତନତା କରାଯଇଥିଲା । ପରେ ଏକ ପାଲା ମାଧ୍ୟମରେ ଲୋକଙ୍କୁ ସଚେତନତା କରାଯାଇଥିଲା ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories