www.samajalive.in
Saturday, December 6, 2025
16.1 C
Bhubaneswar

୧୫ କିଲୋ ଗଞ୍ଜେଇ ସହ ଜଣେ ଗିରଫ

ବୌଦ୍ଧ/ହରଭଙ୍ଗା: ବୌଦ୍ଧ ଜିଲା ଅବକାରୀ ବିଭାଗ ପକ୍ଷରୁ ୧୫ କିଲୋ ଗଞ୍ଜେଇ ସହିତ ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ମିଳିଥିବା ସୂଚନା ମୁତାବକ  ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଯାଜପୁର ଗ୍ରାମର ଚତୁର୍ଭୁଜ ଦେହୁରୀ(୩୮) ନିଜ ଘର ନିକଟରେ ଥିବା ଏକ ତେନ୍ତୁଳି ଗକ୍ତମୂଳରେ ଲଚାଇ ରଖିଥିବା ୧୫ କିଲୋ ଗଞ୍ଜେଇ ସଂପର୍କରେ ବିଶ୍ୱସ୍ତ ସୁତ୍ରରୁ ସୂଚନା ପାଇ ଅବକାରୀ ବିଭାଗର କର୍ମଚାରୀମାନେ ଚଢାଉ କରିଥିଲେ । ଏକ ଜରି ବ୍ୟାଗରେ ଥିବା ଗଞ୍ଜେଇକୁ ଜବତ କରିବା ସହିତ ଚତୁର୍ଭୁଜକୁ ଗିରଫ କରି ଅବକାରୀ ବିଭାଗ ପକ୍ଷରୁ କୋର୍ଟ ଚାଲାଣ କରାଯାଇଛି । ଅବକାରୀ ଇନିସପେକ୍ଟର ସାଗରିକା ପ୍ରଧାନଙ୍କ ନେତୃତ୍ୱରେ ଏହି ଚଢାଉ ହୋଇଥିଲା ।

Hot this week

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

Related Articles

Popular Categories