www.samajalive.in
Sunday, December 7, 2025
26.1 C
Bhubaneswar

ବିଭିନ୍ନ ସ୍ଥାନରେ ଗଜଲକ୍ଷ୍ମୀ ପୂଜା ପାଳିତ

ବୌଦ୍ଧ: ବୌଦ୍ଧ ଜିଲାର ବିଭିନ୍ନ ସ୍ଥାନରେ ଗଜଲକ୍ଷ୍ମୀ ପୂଜା ମହାସମାରୋହରେ ଆରମ୍ଭ ହୋଇଛି । ବୌଦ୍ଧ ଏନଏସି ଛକଠାରେ ଲକ୍ଷ୍ମୀବଜାର ପୂଜା କମିଟି ପକ୍ଷରୁ ମା’ ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା ପରମ୍ପରା ମୁତାବକ ଆରମ୍ଭ ହୋଇଥିବା ବେଳେ ବୁଟୁପାଲି ଓ ଦେବଗଡ ଗ୍ରାମରେ ମଧ୍ୟ ମହାସାମାରୋହରେ ପୂଜା ଆରମ୍ଭ ହୋଇଛି । ଦେବଗଡ ଗ୍ରାମରେ ୬ ଦିନ ଧରି ଲକ୍ଷ୍ମୀ ପୂଜା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ପାଳନ କରାଯାଉଅଛି ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories