www.samajalive.in
Friday, December 12, 2025
27.1 C
Bhubaneswar

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର

ବୌଦ୍ଧ: ବୌଦ୍ଧ ବ୍ଲକ ଅନ୍ତର୍ଗତ ବଢିଗାଁ ଗାଁରେ ଅଗ୍ନିକାଣ୍ଡ ଘଟି ଜଣଙ୍କର ଦୁଇ ବଖରା ଘର ପୋଡି ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ ହୋଇଯାଉଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ଗ୍ରାମରେ ଆଜି ପୂର୍ବାହ୍ନରେ ଏକ ବରଯାତ୍ରୀ ପ୍ରସେସନ ଚାଲିଥିଲା । ପ୍ରସେସନ ବେଳେ ବାଣଫୁଟି ବାଣର ନିଆଁରେ ଗ୍ରାମର ମକଧ୍ୱଜ ଜେନାଙ୍କ ୨ ବଖରା ଘର ପୋଡି ଲକ୍ଷାଧିକ ଟଙ୍କାର ସଂପତ୍ତି ପୋଡି ଯାଇଛି । ବୌଦ୍ଧର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories