ଦେଖନ୍ତୁ ଭିଡିଓ ; ଯୁବତୀଙ୍କୁ ସୁଟ୍‌କେଶ ଭିତରେ ଲୁଚାଇ ହଷ୍ଟେଲ୍‌ ଆଣିଲେ ପ୍ରେମିକ, ଆଉ ତା’ପରେ..

ନୂଆଦିଲ୍ଲୀ : ପ୍ରେମ ପାଇଁ ଅନେକ ଅଜବ ମାମଲା ସାମ୍ନାକୁ ଆସିଥାଏ । ଜଣେ ଯୁବକ ନିଜ ବାନ୍ଧବୀଙ୍କୁ ସୁଟ୍‌କେଶରେ ଲୁଚାଇ ହଷ୍ଟେଲ ଆଣିଥିଲେ । ଆଜ୍ଞା ହଁ କଥାଟା କାନକୁ ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ । ଏହି ଘଟଣା ଘଟିଛି ହରିୟାଣାର ସୋନୀପତ୍‌ରେ । ଘଟଣାର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି । Guy tried Sneaking his Girlfriend into the Boys hostel in … Continue reading ଦେଖନ୍ତୁ ଭିଡିଓ ; ଯୁବତୀଙ୍କୁ ସୁଟ୍‌କେଶ ଭିତରେ ଲୁଚାଇ ହଷ୍ଟେଲ୍‌ ଆଣିଲେ ପ୍ରେମିକ, ଆଉ ତା’ପରେ..