www.samajalive.in
Saturday, December 6, 2025
16.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ : ଛାତ୍ରୀ ନିବାସ ପରିସରରେ ଚାରା ରୋପଣ

 ଗୋପାଳପୁର : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଏନଏସଏସ ପକ୍ଷରୁ  ଛାତ୍ରୀ ନିବାସ ପରିସରରେ ଚାରା ରୋପଣ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ କୁଳପତି ପ୍ରଫେସର ଗୀତାଞ୍ଜଳୀ ଦାଶ ଯୋଗ ଦେଇ  ଚାରା ରୋପଣ କରିଥିଲେ। ଏହି ଅବସରରେ କୁଳପତି ଅନ୍ତେବାସୀଙ୍କୁ ଗଛ ଲଗାଇବାଠୁ ଯତ୍ନ ନେବା ଅଧିକ ଗୁରୁତ୍ଵ ବୋଲି କହିବା ସହ ପ୍ରତ୍ୟେକ ଛାତ୍ରୀମାନେ ଗୋଟିଏ ଗୋଟିଏ ଗଛକୁ ପୋଷ୍ୟ ଭାବେ ଗ୍ରହଣ କରି ତାହାର  ଯତ୍ନ ନେବାକୁ ପରାମର୍ଶ ଦେଇଥିଲେ। ଯଂହା ଦ୍ବାରା ସୁସ୍ଥ ବାତାବରଣ ସୃଷ୍ଟି ହୋଇ ପାରିବ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ଏନ୍ଏସଏସର ସଂଯୋଜକ ଡ଼ଃ ଜୟନ୍ତ କୁମାର ପଣ୍ଡା, ଡେପୁଟି ୱାଡେନ ଡ଼ଃ ସସ୍ମିତା ବେହେରା, ଡ଼ଃ ପଦ୍ମ ଲୋଚନ ହେମ୍ବ୍ରମ, ବହୁ ସଂଖ୍ୟକ ଛାତ୍ରୀ ଉପସ୍ଥିତ ରହି ହଷ୍ଟେଲ ପରିସର ମଧ୍ୟରେ ୮୦ଟି ଅଁଳା ଚାରା ରୋପଣ କରିଥିଲେ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories