www.samajalive.in
Sunday, December 7, 2025
26.1 C
Bhubaneswar

ବିପିୟୁଟି ସେମିଷ୍ଟର ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର: ବାତ୍ୟା ୟସ୍‍ ପ୍ରଭାବକୁ ଲକ୍ଷ୍ୟ କରି ବିଜୁ ପଟ୍ଟନାୟକ ବୈଷୟିକ ଶିକ୍ଷାନୁଷ୍ଠାନ (ବିପିୟୁଟି) ଦ୍ୱାରା ପରିଚାଳିତ ଅଯୁଗ୍ମ ସେମିଷ୍ଟର ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ପ୍ରତ୍ୟକ୍ଷ ନିୟନ୍ତ୍ରଣ (ଅନଲାଇନ୍‍)ରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥାନ୍ତେ। ନିୟମିତ ଓ ଗତବର୍ଷ ଉତ୍ତୀର୍ଣ୍ଣ ହୋଇ ନଥିବା ବିଦ୍ୟାର୍ଥୀ ପରୀକ୍ଷା ଦେବା ପାଇଁ ନାମ ପଞ୍ଜୀକରଣ କରିଥିଲେ। ପରୀକ୍ଷା ସ୍ଥଗିତ ସଂକ୍ରାନ୍ତରେ ବିପିୟୁଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories