www.samajalive.in
Monday, December 8, 2025
27.1 C
Bhubaneswar

୨୨ରୁ ବିପିୟୁଟିର ଅଫଲାଇନ୍ ପରୀକ୍ଷା

ଭୁବନେଶ୍ବର: ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ (ବିପିୟୁଟି) ଦ୍ବାରା ପରିଚାଳତି ଇଞ୍ଜିନିୟରିଂ ପାଠ୍ୟକ୍ରମର ପ୍ରଥମ ଓ ତୃତୀୟ ସେମିଷ୍ଟର ଅଫଲାଇନ୍‌ ପରୀକ୍ଷା ୨୨ ଏପ୍ରିଲରୁ ଆରମ୍ଭ ହେବ। ଏନେଇ ଶନିବାର ବିପିୟୁଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ବି.ଟେକ୍, ବି.ପ୍ଲାନ୍ ଏବଂ ବି.ଫାର୍ମା, ବି.ଆର୍କ, ଇଣ୍ଟିଗ୍ରେଟେଡ ଏମବିଏ, ଏମବିଏ (ପାର୍ଟ ଟାଇମ୍), ଏମସିଏ, ଏମ. ଆର୍କ ଏବଂ ଇଣ୍ଟିଗ୍ରେଟେଡ ଏମ.ଏସସି ପାଠ୍ୟକ୍ରମର ପ୍ରଥମ ଓ ତୃତୀୟ ସେମିଷ୍ଟର ପରୀକ୍ଷା ହେବ। ଏମ୍‌ବିଏ, ଏମ.ଆର୍କ, ଏମ. ଫାର୍ମା, ଏମ.ଟେକ୍ ଏବଂ ଏମ.ଏସସିର ପ୍ରଥମ ସେମିଷ୍ଟର ପରୀକ୍ଷା କୋଭିଡ କଟକଣା ଭିତରେ କରାଯିବ। ପରୀକ୍ଷା ସଂକ୍ରାନ୍ତ ସମସ୍ତ ବିବରଣୀ ବିପିୟୁଟି ୱେବସାଇଟ (www.bputexam.in)ରେ ଅପଲୋଡ କରାଯାଇଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories