www.samajalive.in
Friday, December 5, 2025
27.1 C
Bhubaneswar

ବ୍ରହ୍ମପୁରରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମପୁର କବିସୂର୍ଯ୍ୟନଗରର ପୁଲିସର ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ ହୋଇ ଏମକେସିଜିରେ ଭର୍ତ୍ତି ହୋଇଛି। ସୂଚନା ଅନୁସାରେ ପୀତାତଳି-ଚିକିଟି ରାସ୍ତାରେ ଗୋଳନ୍ଥରା ପୁଲିସ ଏନକାଉଣ୍ଟର କରିଥିଲା। ସୁନୀଲ ନାହକ ପୁଲିସ ଉପରକୁ ଆକ୍ରମଣ କରିବାରୁ ପୁଲିସ ଗୁଳି ଚଳାଇଥିଲା । ଫଳରେ ସୁନୀଲର ବାମ ଗୋଡରେ ଗୁଳି ବାଜିବାରୁ ଆହତ ହୋଇ କାବୁ ହୋଇଥିଲା। ସୁନୀଲ ନାଁରେ ବିଭିନ୍ନ ଥାନାରେ ୨୦ଟି ମାମଲା ରହିଛି । ହତ୍ୟା, ରାହାଜାନି, ବୋମାମାଡ ଭଳି ବିଭିନ୍ନ ମାମଲା ସୁନୀଲ ନାଁରେ ରହିଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories