www.samajalive.in
Sunday, December 14, 2025
26.1 C
Bhubaneswar

ଲକ୍ଷ୍ନୌରେ ବ୍ରହ୍ମୋସ୍‌ ମିଶାଇଲ ଉତ୍ପାଦନ ୟୁନିଟ୍‌ ଉଦ୍‌ଘାଟିତ

ଲକ୍ଷ୍ନୌ: ଲକ୍ଷ୍ନୌରେ ବିଶ୍ୱର ସବୁଠାରୁ ବିଧ୍ୱଂସକାରୀ ସୁପରସୋନିକ୍ କ୍ରୁଜ୍ ମିଶାଇଲ୍‌ ବ୍ରହ୍ମୋସ୍‌ର ଉତ୍ପାଦନ ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରବିବାର ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହାକୁ ଉଦ୍‌ଘାଟନ କରିଛନ୍ତି। ଲକ୍ଷ୍ନୌରେ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉପସ୍ଥିତ ଥିଲେ।

ଲକ୍ଷ୍ନୌରେ ପ୍ରତିଷ୍ଠିତ ବ୍ରହ୍ମୋସ୍ ଉତ୍ପାଦନ ୟୁନିଟ୍ ୩୦୦ କୋଟି ଟଙ୍କା ଖର୍ଚ୍ଚରେ ନିର୍ମିତ ହୋଇଛି। ଏଥିପାଇଁ ରାଜ୍ୟ ସରକାର ମାଗଣାରେ ୮୦ ହେକ୍ଟର ଜମି ଯୋଗାଇ ଦେଇଛନ୍ତି। ଏହାର ନିର୍ମାଣ କାର୍ଯ୍ୟ ମାତ୍ର ସାଢ଼େ ତିନି ବର୍ଷ ମଧ୍ୟରେ ସମାପ୍ତ ହୋଇଛି। ବ୍ରହ୍ମୋସ ମିଶାଇଲ୍‌ ଭାରତ ଏବଂ ରୁଷର ମିଳିତ ଉଦ୍ୟମର ଫଳାଫଳ। ଏହି କ୍ଷେପଣାସ୍ତ୍ରକୁ ସ୍ଥଳ, ଆକାଶ ଏବଂ ସମୁଦ୍ରରୁ ନିକ୍ଷେପ କରାଯାଇପାରିବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories