www.samajalive.in
Saturday, December 6, 2025
16.1 C
Bhubaneswar

ବ୍ରଜରାଜନଗର: ସାଢ଼େ ୯ଟା ସୁଦ୍ଧା ୧୧% ମତଦାନ

ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଚାଲିଛି ଭୋଟ୍‌ ଗ୍ରହଣ । ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ବ୍ରଜରାଜନଗରବାସୀ । ସକାଳ ସାଢ଼େ ୯ଟା ସୁଦ୍ଧା ୧୧% ମତଦାନ ହୋଇଥିବା ନେଇ ସୂଚନା ମିଳିଛି । ବ୍ରଜରାଜନଗରର ୫୦ ପ୍ରତିଶତ ବୁଥ୍‌ରେ ୱେବ୍‌କାଷ୍ଟିଂ କରାଯାଇଥିବା ବେଳେ ସମସ୍ତ ବୁଥ୍‌ରେ ଇଭିଏମ୍‌ ଯୋଗେ ମତଦାନ କରାଯାଉଛି । ସବୁଠି ଶାନ୍ତିଶୃଙ୍ଖଳାରେ ଭୋଟ୍‌ ଦେଉଛନ୍ତି ଭୋଟର । ସମସ୍ତ ବୁଥରେ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । କିଛି ବୁଥରେ ପୁଲିସ ମୁତୟନ ମଧ୍ୟ ହୋରଇଥିବା ଦେଖିବାକୁ ମିଳିଛି ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories