www.samajalive.in
Sunday, December 14, 2025
19.1 C
Bhubaneswar

ବ୍ରଜରାଜନଗର ପ୍ରେସ କ୍ଲବର ନୂତନ କର୍ମକର୍ତ୍ତା ; ପ୍ରତାପ ସଭାପତି, ତ୍ରିଲୋଚନ ସାଧାରଣ ସମ୍ପାଦକ

ବ୍ରଜରାଜନଗର : ବ୍ରଜରାଜନଗର ବିର୍ଲା ଶିବ ମନ୍ଦିର ପ୍ରାଙ୍ଗଣରେ ରବିବାର ବ୍ରଜରାଜନଗର ପ୍ରେସ କ୍ଲବ ନିର୍ବାଚନ ବୈଠକ ଅନୁଷ୍ଠିତ ହୋଇଯାଇଛି । କ୍ଲବର ସଭାପତି ସଂଜୀବ ପାଟ୍ଟଯୋଶୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସର୍ବସମ୍ମତି କ୍ରମେ ଆସନ୍ତା ଦୁଇ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ମନୋନୀତ କରାଯାଇଥିଲା। ପ୍ରତାପ କେଶରୀ ସିଂହ ସଭାପତି, ଅଞ୍ଜନୀ ଶର୍ମା, ବିଜୟ ବରାଡ଼ ଉପ ସଭାପତି, ତ୍ରିଲୋଚନ ଦାସ ସାଧାରଣ ସମ୍ପାଦକ, ବିରଞ୍ଚି ସ୍ୱାଇଁ, ବିଜୟ ସାହୁ ସହ ସମ୍ପାଦକ, ସଞ୍ଜୟ ବାହୁବଳେନ୍ଦ୍ର କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି । ସେହି ପରି ଉପଦେଷ୍ଟା ମଣ୍ଡଳୀରେ ଅନୀଲ ଅଗ୍ରୱାଲ, ଶ୍ୟାମ ସୁନ୍ଦର ଖଣ୍ଡେଲୱାଲ, ସଂଜୀବ ପାଟ୍ଟଯୋଶୀ, ଉପନ ସାହୁ, ସନ୍ତୋଷ ମିଶ୍ର ଅଛନ୍ତି।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories