www.samajalive.in
Sunday, December 14, 2025
17.1 C
Bhubaneswar

ସ୍ବାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ, ଜଣେ ଅଟକ

ବ୍ରହ୍ମଗିରି: ସ୍ବାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ ଜଣକୁ ଅଟକ ରଖିଛି।
ମିଳିଥିବା ସୂଚନା ଅନୁଯାୟୀ ଅରଖକୁଦ ମେରାଇନ ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ତାଙ୍କର ସ୍ବାମୀ ଆଗରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ପ୍ରଥମେ ସ୍ବାମୀକୁ ମଦ ପିଆଇବା ସହ ଗୋଡ଼ହାତ ବାନ୍ଧି ଦେଇଥିଲେ ଦୁର୍ବୃତ୍ତ। ଏହାପରେ ୨ଜଣ ଦୁର୍ବୃତ୍ତ ତାଙ୍କ ସମ୍ମୁଖରେ ସ୍ତ୍ରୀକୁ ଗଣଦୁଷ୍କର୍ମ କରିଥିଲେ। ଏ ସଂକ୍ରାନ୍ତରେ ପୀଡ଼ିତାଙ୍କ ସ୍ବାମୀ ଥାନାରେ ଏତଲା ଦେଇଛନ୍ତି। ବ୍ରହ୍ମଗିରି ମେଡ଼ିକାଲରେ ମହିଳାଙ୍କ ଡାକ୍ତରୀ ମାଇନା କରାଯାଇଥିବାବେଳେ ଜଣେ ଅଭିଯୁକ୍ତକୁ ପୁଲିସ ଅଟକ ରଖି ପଚରାଉଚୁରା ଜାରି ରଖି ଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories