www.samajalive.in
Tuesday, December 9, 2025
17.1 C
Bhubaneswar

ବ୍ରେଡ଼ ଭୁଜିଆ

ଆବଶ୍ୟକ ସାମଗ୍ରୀ
ପାଉଁରୁଟି – ୬ ଖଣ୍ଡ
ଦହି – ୧କପ ରୁ କମ
ବେସନ – ୧କପ ରୁ କମ
କଞ୍ଚାଲଙ୍କା ବଟା – ଅଳ୍ପ
ଜିରା – ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
କଟା ଧନିଆପତ୍ର – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପାଉଁରୁଟିର ଚାରିପାଖକୁ ଛୁରୀ ସାହାଯ୍ୟରେ କାଟି ଦିଅନ୍ତୁ। ଏହାପରେ ପାଉଁରୁଟିକୁ ଛୋଟ ଛୋଟ ଖଣ୍ଡ କରି କାଟି ଦିଅନ୍ତୁ। ଏବେ ଏକ ପାତ୍ରରେ ପାଉଁରୁଟି ଖଣ୍ଡ, ଦହି, ବେସନ, କଞ୍ଚାଲଙ୍କା ବଟା, ସାମାନ୍ୟ ଲୁଣ, ଜିରା, ଧନିଆ ପତ୍ର, ଅଳ୍ପ ପାଣି ଦେଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଗ୍ୟାସରେ ଏକ କଡ଼ାଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଗୋଳାଇ ରଖିଥିବା ମିଶ୍ରଣରୁ ଏକ ଚାମଚରୁ ନେଇ କଡ଼େଇରେ ପକାଇ ଛାଣନ୍ତୁ। ଭଲ ଭାବେ ଛାଣିବା ପରେ ଏକ ପାତ୍ରକୁ କାଢି ସସ୍‍ ଓ ଚଟଣି ସହ ଖାଆନ୍ତୁ। ପ୍ରସ୍ତୁତ ହୋଇଗଲା ବ୍ରେଡ଼ ଭୁଜିଆ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories