ଅକ୍ଷୟ ତୃତୀୟା : ବାସ୍ ଏହି ୫ଟଙ୍କିଆ ଜିନିଷ କିଣି ଆଣନ୍ତୁ, ଧନ ପାଇଁ ଆଉ ଚିନ୍ତା ରହିବ ନାହିଁ..

ଅକ୍ଷୟ ତୃତୀୟା ପର୍ବ ଚଳିତ ବର୍ଷ ମେ’୧୦ରେ ପାଳନ କରାଯିବ। ଅକ୍ଷୟ ତୃତୀୟାକୁ ବର୍ଷର ସବୁଠାରୁ ଶୁଭ ତିଥି ଓ ଶୁଭ ମୁହୂର୍ତ୍ତର ପର୍ବ ମଧ୍ୟରୁ ଗୋଟିଏ ବୋଲି ମାନ୍ୟତା ରହିଛି। ମାନ୍ୟତା ଅନୁଯାୟୀ, ଅକ୍ଷୟ ତୃତୀୟାରେ ସୁନା-ଚାନ୍ଦି ଆଦି ଜିନିଷ କିଣିବା ଦ୍ୱାରା ମା’ଲକ୍ଷ୍ମୀ ପ୍ରସନ୍ନ ହୋଇ ଥାଆନ୍ତି। ମା’ଙ୍କ ଆଶୀର୍ବାଦରୁ ଘରେ ଧନସମ୍ପତ୍ତି ଓ ସୁଖସମୃଦ୍ଧି ବୃଦ୍ଧି ହୋଇଥାଏ। ମେ’ ୧୨ରୁ ଏହି ରାଶିଙ୍କର ଆଉ ଚିନ୍ତା ନାହିଁ, ହେବେ ମାଲାମାଲ, ବନ୍ଦ ଭାଗ୍ୟର … Continue reading ଅକ୍ଷୟ ତୃତୀୟା : ବାସ୍ ଏହି ୫ଟଙ୍କିଆ ଜିନିଷ କିଣି ଆଣନ୍ତୁ, ଧନ ପାଇଁ ଆଉ ଚିନ୍ତା ରହିବ ନାହିଁ..