www.samajalive.in
Friday, December 5, 2025
23.1 C
Bhubaneswar

ବ୍ରାଉନ୍ ସୁଗାର ଜବତ, ୬ ଗିରଫ

କଟକ: “ଅପରେସନ୍ ହ୍ବାଇଟ୍ ସ୍ୟାଡୋ” ଜରିଆରେ ଜଗତସିଂହପୁର ପୁଲିସ୍ ୬ ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୭୦ଗ୍ରାମ୍‌ ବ୍ରାଉନସୁଗାର, ଗୋଟିଏ ସ୍କୁଟି ଓ ୩ଟି ମୋବାଇଲ୍ ଫୋନ୍ ମଧ୍ୟ ଜବତ କରାଯାଇଛି। ତେବେ ଗିରଫ ଅଭିଯୁକ୍ତମାନେ ଜଗତସିଂହପୁର ଓହଳ ଗାଁର ସୌମ୍ୟଜିତ ପରିଜା,ସ୍ଵପ୍ନଜିତ ପରିଜା ଓ ତୁଷାର ରଞ୍ଜନ ଦାସ, ଆଭିଜାତ୍ୟ ସାହୁ , ରଞ୍ଜନ କୁମାର ଗୋଛାୟତ ଏବଂ ନାଉଗାଁ ଥାନା ଅଞ୍ଚଳର ରଞ୍ଜିତ ଦାସ ବୋଲି ଜଣାପଡିଛି । ଘଟଣାସ୍ଥଳରୁ ଜଣେ ଅଭିଯୁକ୍ତ ଫେରାର ଥିବା ଜଗତସିଂହପୁର ପୁଲିସ୍ ସୂଚନା ଦେଇଛନ୍ତି । ପୁଲିସ୍‌ ଘଟଣାସ୍ଥଳରୁ ୬ ଜଣଙ୍କୁ ଗିରଫ କରିଥିବାବେଳେ ଜଣେ ଅଭିଯୁକ୍ତ ଫେରାର୍ ଥିବା ସୂଚନା ମିଳିଛି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories