www.samajalive.in
Wednesday, December 10, 2025
16.1 C
Bhubaneswar

୫୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୩ ଗିରଫ

ସମାଜଲାଇଭ ଡେସ୍କ: ରାଜଧାନୀ ଭୁବନେଶ୍ଵରରୁ ୪୭୫ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି। ଏହି ଘଟଣାରେ ଅବକାରୀ ବିଭାଗ ଗୋଟିଏ ମୋଟରସାଇକେଲ ଜବତ କରିବା ସହିତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ହାସିମ ଖାନ, ରବି ବାରିକ ଏବଂ ସୁଶାନ୍ତ କୁମାର ପରିଡ଼ା। ଜବତ ବ୍ରାଉନସୁଗର ମୂଲ୍ୟ ଆନୁମାନିକ ୫୦ ଲକ୍ଷ ଟଙ୍କା ହେବ ବୋଲି କୁହାଯାଇଛି। ଅଭିଯୁକ୍ତମାନେ ଏକ ବାଇକରେ ଏହାକୁ ଚାଲାଣ କରୁଥିବା ନେଇ ଅବକାରୀ ବିଭାଗକୁ ସୂଚନା ମିଳିଥିଲା। ତାହାକୁ ଆଧାର କରି ଅବକାରୀ ପୁଲିସ ଅଭିଯୁକ୍ତମାନଙ୍କୁ ଅଟକ ରଖି ଯାଞ୍ଚ କରିବା ସମୟରେ ବ୍ରାଉନସୁଗର ଜବତ ହୋଇଥିଲା। ଏ ନେଇ ଭୁବନେଶ୍ଵର କଳ୍ପନାସ୍ଥିତ ଜିଲା ଅବକାରୀ କାର୍ଯ୍ୟାଳୟଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories