www.samajalive.in
Sunday, December 14, 2025
16.1 C
Bhubaneswar

୬୫ ଲକ୍ଷର ବ୍ରାଉନସୁଗର ଜବତ, ମା’-ପୁଅ ସମେତ ୩ ଗିରଫ

ସମାଜଲାଇଭ ଡେସ୍କ: ଖୋର୍ଦ୍ଧା ସହରରୁ ୬୫୦ ଗ୍ରାମର ବ୍ରାଉନସୁଗର ଜବତ କରିଛି ପୁଲିସ। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୬୪ ଲକ୍ଷ ଟଙ୍କା ହେବ ବୋଲି କୁହାଯାଇଛି। ବ୍ରାଉନସୁଗର ସହିତ ୧୭୫ ବୋତଲ କଫ ସିରପ ମଧ୍ୟ ଜବତ କରାଯାଇଛି। ଏହି ଘଟଣାରେ ପୁଲିସ ଅଭିଯୁକ୍ତ ମା’-ପୁଅ ସମେତ ୩ ଜଣଙ୍କୁ ଗିରଫ କରିଛି। ଏହା ସହିତ ପ୍ୟାକିଂ ମେସିନ, ଜରି, ଓଜନ ଯନ୍ତ୍ର ଏବଂ ୩ ମୋବାଇଲ ଜବତ ହୋଇଛି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ଵର ସମେତ ଖୋର୍ଦ୍ଧା ଏବଂ ଏହାର ଆଖପାଖ ଅଞ୍ଚଳରେ ବ୍ରାଉନସୁଗର କାରବାର ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ଚଢ଼ାଉ ଏବଂ ଧରପଗଡ଼ ସତ୍ବେ ଏହାକୁ ରୋକାଯାଇ ପାରୁନାହିଁ। ଫଳରେ ଏହା ଆପରାଧିକ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରୁଛି। ଯାହାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories