www.samajalive.in
Monday, December 8, 2025
27.1 C
Bhubaneswar

ଜାମ୍ମୁ-କାଶ୍ମୀରରେ କଠୋର ଶାସନ ଚାଲିଛି : ରାହୁଲ ଗାନ୍ଧୀ 

ନୂଆଦିଲ୍ଲୀ : ଜାମ୍ମୁ-କାଶ୍ମୀରରେ ସରକାରଙ୍କ କଠୋର ଶାସନ ଦେଖିବାକୁ ମିଳିଛି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର କହିଛନ୍ତି। ସେ କହିଛନ୍ତି ଯେ ଲୋକଙ୍କ ଉପରେ ବଳ ପ୍ରୟୋଗ କରାଯାଇ ନିରବ ରଖାଯାଇଛି।

ଜାମ୍ମୁ-କାଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ହେବାର ୨୦ଦିନ ବିତି ଯାଇଥିଲେ ମଧ୍ୟ ଏଠାରେ ଲୋକଙ୍କୁ ସ୍ବାଧୀନ ଭାବେ ଚଳ ପ୍ରଚଳ କରିବାକୁ ଅନୁମତି ଦିଆଯାଉ ନାହିଁ। ଶନିବାର ରାହୁଲ ଓ ଅନ୍ୟ ବିରୋଧୀ ଦଳର ପ୍ରତିନିଧି ଜାମ୍ମୁ-କାଶ୍ମୀର ଗସ୍ତରେ ଯାଇଥିବାବେଳେ ସେମାନଙ୍କୁ ବିମାନବନ୍ଦରରୁ ଫେରାଇ ଦିଆଯାଇଥିଲା। ଏହି ସମୟରେ ପ୍ରଶାସନିକ ଅଧିକାରୀ ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁବର୍ବ୍ୟବହାର କରିଥିବା ରାହୁଲ ଅଭିଯୋଗ କରିଛନ୍ତି। ଦୁବର୍ବ୍ୟବହାର ସମ୍ପର୍କିତ ଏକ ଭିଡିଓକୁ ପ୍ରଦର୍ଶନ କରିଛନ୍ତି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories