www.samajalive.in
Tuesday, December 9, 2025
23.1 C
Bhubaneswar

ଆରମ୍ଭ ହେଲା ମାଟ୍ରିକ୍‌ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ୍‌ ପରୀକ୍ଷା । ପ୍ରବଳ ଖରା ଯୋଗୁ ଗୋଟିଏ ସିଟିଂରେ ମାଟ୍ରିକ୍‌ ପରୀକ୍ଷା କରାଯାଉଛି । ସକାଳ ୮ଟାରୁ ଦିନ ୧୦ଟା ଯାଏ ପରୀକ୍ଷା କରାଯାଉଥିବା ବେଳେ କପି ରୋକିବାକୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବୋର୍ଡ, ଜିଲ୍ଲା ଶିକ୍ଷାଧିକାରୀ, ଗଣଶିକ୍ଷା ବିଭାଗ ଏବଂ ଜିଲ୍ଲାପାଳଙ୍କ ନେତୃତ୍ୱରେ ସ୍କ୍ୱାଡ୍ ଗଠନ ହୋଇଛି । ପରୀକ୍ଷା ପୂର୍ବର ୩୦ ମିନିଟ୍‌ ଆଗରୁ ପିଲାମାନଙ୍କୁ ପରୀକ୍ଷା କେନ୍ଦ୍ରକୁ ଛଡ଼ାଯାଇଥିଲା । ଚଳିତ ବର୍ଷ ସମ୍ମେଟିଭ-୨ ପରୀକ୍ଷା ଦେଉଛନ୍ତି ପ୍ରାୟ ୫ଲକ୍ଷ ୮୫ହଜାର ଛାତ୍ରଛାତ୍ରୀ । କରୋନା ସଂକ୍ରମଣ ରାଜ୍ୟରେ କମ୍‌ ରହିଥିବାରୁ ୨ ବର୍ଷ ପରେ ସ୍ୱାଭାବିକ ଭାବେ ମାଟ୍ରିକ୍‌ ପରୀକ୍ଷା କରାଯାଉଛି । ଅଫଲାଇନ୍‌ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ମାଟ୍ରିକ୍‌ ପରୀକ୍ଷା ଦେଉଛନ୍ତି । ମାଟ୍ରିକ୍‌ ପରୀକ୍ଷା ଏପ୍ରିଲ ୨୯ରୁ ମେ’ ୬ ତାରିଖ ଯାଏ ଚାଲିବ ।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories