www.samajalive.in
Monday, December 15, 2025
16.1 C
Bhubaneswar

ମା’ ସହ କଥା ହେବା ବେଳେ ନିଜକୁ ଗୁଳି କରି ଆତ୍ମହତ୍ୟା କଲେ ଯବାନ

ସମାଜ ଡିଜିଟାଲ ଡେସ୍କ: ମା’ ସହିତ ଫୋନରେ କଥା ହେବା ବେଳେ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି ଜଣେ ବିଏସଏଫ ଯବାନ। ମୃତ ଯବାନ ହେଲେ ଢେଙ୍କାନାଳ ଜିଲା ମାଳପୁରା ଗାଁର ସୁରେଶ ବିଶ୍ଵାଳ। ସେ ଜାମ୍ମୁ-କାଶ୍ମୀରରେ କାର୍ଯ୍ୟରତ ଥିଲେ।

ସୂଚନା ଅନୁସାରେ, ସେ ସୋମବାର ନିଜ ମା’ଙ୍କ ସହିତ ଫୋନରେ କଥା ହେବା ସମୟରେ ଏଭଳି ପଦକ୍ଷେପ ନେଇଛନ୍ତି। ଏହା ପୂର୍ବରୁ ସେ ଆତ୍ମହତ୍ୟା କରିବାର କାରଣ ସମ୍ପର୍କରେ ମା’ଙ୍କ ଫୋନକୁ ମେସେଜ ପଠାଇ ଜଣାଇଥିଲେ। ମେସେଜରେ ସେ ନିଜ ସ୍ତ୍ରୀ, ସାନ ଭାଇ ଏବଂ ଶ୍ଵଶୁର ଘର ଲୋକଙ୍କୁ ଦାୟୀ କରିଥିବା ଜଣାପଡ଼ିଛି।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories