www.samajalive.in
Saturday, December 6, 2025
19.1 C
Bhubaneswar

ବଢିଲା ବିଏସ୍‌‌କେୱାଇ ନବୀନ କାର୍ଡର ଆବେଦନ ତାରିଖ

ଭୁବନେଶ୍ୱର: ବିଏସ୍‌‌କେୱାଇ ନବୀନ କାର୍ଡର ଆବେଦନ ତାରିଖ ବୃଦ୍ଧି କରାଯାଇଛି। ମଙ୍ଗଳବାର ୧୬ ଜାନୁଆରୀ ଆବେଦନର ଶେଷ ତାରିଖ ଥିବା ବେଳେ ଏହାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆସନ୍ତା ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ଗରିବ ହିତାଧିକାରୀ ମାନେ ବିଏସ୍‌‌କେୱାଇ ନବୀନ କାର୍ଡ ପାଇଁ ଆବେଦନ କରିପାରିବେ। ଜାନୁଆରୀ ୬ ତାରିଖରୁ ପଞ୍ଜିକରଣ ଆରମ୍ଭ ହୋଇଛି। ଏବେ ଅବଧି ବୃଦ୍ଧି ପାଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଏସ୍‌‌କେୱାଇ ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ଲୋକଙ୍କ ଠାରୁ ପ୍ରସ୍ତାବ ମିଳିଥିଲା, ରାଜ୍ୟ ସରକାର ଏହା ଉପରେ ବିଚାର କରି ଅବଧି ବୃଦ୍ଧି କରିଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories