www.samajalive.in
Tuesday, December 9, 2025
16.1 C
Bhubaneswar

୨୦୨୩ରୁ ବିଏସଏନଏଲ ୫-ଜି

ନୂଆଦିଲ୍ଲୀ: ଟେଲିକମ୍ କମ୍ପାନୀ ବିଏସଏନଏଲ ୫ଜି ଲଞ୍ଚକୁ ନେଇ ସୂଚନା ଜାରି କରିଛି। ଆସନ୍ତା ବର୍ଷ ଅଗଷ୍ଟରୁ ବିଏସଏନଏଲ ୫-ଜି ସେବା ଆରମ୍ଭ ହେବ ବୋଲି ଟେଲିକମ୍ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି। ବିଏସଏନଏଲ ଗ୍ରାହକଙ୍କୁ ୫ଜି ସେବା ମିଳିବା ପୂର୍ବରୁ ୪ଜି ସେବା ମିଳିବ। ବିଏସଏନଏଲ ୪ଜି ଲଞ୍ଚ କରିବା ଦିଗରେ ରହିଛି। ଦେଶରେ ରିଲାଏନ୍ସ ଜିଓ ଏବଂ ଏୟାରଟେଲ୍ କିଛି ସ୍ଥାନରେ ୫ଜି ସେବା ଆରମ୍ଭ କରିଛନ୍ତି। ଭୋଡାଫୋନ ଆଇଡିଆ ତରଫରୁ ୫ଜିର ଆରମ୍ଭ ନେଇ କୌଣସି ସୂଚନା ଦିଆଯାଇନାହିଁ।

Hot this week

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

Related Articles

Popular Categories