www.samajalive.in
Sunday, December 14, 2025
19.1 C
Bhubaneswar

ସମସ୍ତ ସରକାରୀ ଅଫିସ୍‌ରେ BSNL ନେଟ୍‌ୱାର୍କ ବାଧ୍ୟତାମୂଳକ

ଭୁବନେଶ୍ବର : ସମସ୍ତ ସରକାରୀ ଅଫିସ୍‌ରେ BSNL ନେଟ୍‌ୱାର୍କ ବାଧ୍ୟତାମୂଳକ ହେବ । ଏନେଇ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଭାଗ ପକ୍ଷରୁ ଚିଠି କରାଯାଇଛି । ସମସ୍ତ ସରକାରୀ ପ୍ରତିଷ୍ଠାନରେ BSNL ଇଣ୍ଟରନେଟ୍ ବ୍ୟବହାର ହେବା ନେଇ ଚିଠିରେ ଉଲ୍ଲେଖ ରହିଛି । ପ୍ରତିଷ୍ଠାନମାନଙ୍କରେ BSNL ବ୍ରଡ୍‌ବ୍ୟାଣ୍ଡ, ଲ୍ୟାଣ୍ଡଲାଇନ୍, ଲିଜ୍‌ ଲାଇନ୍‌ ସେବା ବ୍ୟବହାର ହେବ ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories