www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍‌ ବବରଙ୍କୁ ଚପଲରେ ପିଟିବାକୁ ଧମକ ଦେଲେ ବିଏସପି ପ୍ରାର୍ଥୀ

ଲକ୍ଷ୍ନୌ: ନିର୍ବାଚନ ପ୍ରଚାର ସମୟରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି ବିଏସପିର ଜଣେ ପ୍ରାର୍ଥୀ ଗୁଡୁ ପଣ୍ଡିତ। ସେ କଂଗ୍ରେସ ନେତା ରାଜ୍‌ ବବରଙ୍କୁ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି। ଉତ୍ତରପ୍ରଦେଶର ଫତେପୁର ସିକ୍ରିଠାରେ ଗୁଡୁ ପଣ୍ଡିତ ଗଣମାଧ୍ୟମ ଆଗରେ ମନ୍ତବ୍ୟ ଦେବା ସମୟରେ ରାଜ୍‌ ବବରଙ୍କୁ ଗାଳିଗୁଲଜ କରିଥିଲେ। ବବର ଏବଂ ତାଙ୍କ ସମର୍ଥକଙ୍କୁ ନିସ୍ତୁକ ମାଡ଼ ମାରିବେ ବୋଲି କହିଥିଲେ। ଏପରି କି ତାଙ୍କୁ ଚପଲରେ ମାଡ଼ ମାରିବେ ବୋଲି କହିଥିଲେ। ତାଙ୍କର ଏଭଳି ମନ୍ତବ୍ୟ ପାଇଁ କଂଗ୍ରେସ ତାଙ୍କୁ କଡ଼ା ସମାଲୋଚନା କରିଛି। ଗୁଡୁ ପଣ୍ଡିତ ପୂର୍ବରୁ ମଧ୍ୟ ଏଭଳି ଅନେକ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories