www.samajalive.in
Saturday, December 6, 2025
26.1 C
Bhubaneswar

ବିଏସ୍‍ପିରୁ ରାମଭୀର ଉପାଧ୍ୟାୟ ନିଲମ୍ବିତ

ଲକ୍ଷ୍ନୌ : ବହୁଜନ ସମାଜ ପାର୍ଟି (ବିଏସ୍‍ପି) ମଙ୍ଗଳବାର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ରାମଭୀର ଉପାଧ୍ୟାୟଙ୍କୁ ଦଳରୁ ନିଲମ୍ବିତ କରିଛି।
ଦଳ ବିରୋଧୀ କାର୍ଯ୍ୟ ପାଇଁ ରାଭୀରଙ୍କୁ ଦଳରୁ ନିଲମ୍ବନ କରାଯାଇଛି ବୋଲି ବିଏସ୍‍ପି ସାଧାରଣ ସମ୍ପାଦକ ମେୱାଲାଲ ଗୌତମ ପ୍ରକାଶ କରିଛନ୍ତି। ରାମଭୀର ଖୋଲାଖୋଲି ଭାବେ ଆଗ୍ରା, ଫତେପୁରସିକ୍ରି, ଆଲିଗଡ଼ ଏବଂ ଅନ୍ୟ ଲୋକସଭା ଆସନ ପ୍ରାର୍ଥୀଙ୍କୁ ବିରୋଧ କରିବା ସହ ବିରୋଧୀ ପ୍ରାର୍ଥୀଙ୍କୁ ସମର୍ଥନ ଦେଇଥିଲେ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ତତ୍କାଳ ପ୍ରଭାବରେ ଦଳରୁ ନିଲମ୍ବିତ କରାଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories