www.samajalive.in
Saturday, December 6, 2025
15.1 C
Bhubaneswar

ଅନ୍ତରୀଣ ବଜେଟ: ଅପରିବର୍ତ୍ତିତ ରହିଲା ଆୟକର ସୀମା

ନୂଆଦିଲ୍ଲୀ: ସଂସଦରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଚଳିତ ବଜେଟରେ ଟିକସ ବ୍ୟବସ୍ଥା ଉପରେ ସମସ୍ତଙ୍କ ନଜର ରହିଥିଲା। ହେଲେ ଟିକସ ବ୍ୟବସ୍ଥା ଅପରିବର୍ତ୍ତିତ ରହିଛି। ଆୟକର ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରିନାହାଁନ୍ତି କେନ୍ଦ୍ର ସରକାର। ବର୍ତ୍ତମାନ ପ୍ରଚଳିତ ଟିକସ ବ୍ୟବସ୍ଥା ଅପରିବର୍ତ୍ତିତ ରହିବ। ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଏବଂ ସରଳ କରାଯିବ। ବିର୍ତ୍ତୀୟ ନିଅଣ୍ଟକୁ ୪.୫ ପ୍ରତିଶତ ହ୍ରାସ କରାଯିବା ଲକ୍ଷ୍ୟ ରହିଛି। ୨୦୨୪-୨୪ରେ ବିର୍ତ୍ତୀୟ ନିଅଣ୍ଟ ୫.୧% ହେବା ଲକ୍ଷ୍ୟ ରଖାଯାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି। କର୍ପୋରେଟ ଟିକସ ହାର ୩୦%ରୁ ୨୫%କୁ ହ୍ରାସ କରିବାକୁ ଘୋଷଣା କରାଯାଇଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories