www.samajalive.in
Wednesday, December 10, 2025
23.1 C
Bhubaneswar

ରାଜ୍ୟପାଳଙ୍କୁ ବଜେଟ୍‌ କପି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବିଧାନସଭାରେ ଆଜି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ଆଗତ ହେବାକୁ ଥିବାବେଳେ ଏହା ପୂର୍ବରୁ ରାଜ୍ୟପାଳଙ୍କୁ ଭେଟଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ରାଜଭବନରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟି ସେ ବଜେଟ୍‌ କପି ପ୍ରଦାନ କରିଛନ୍ତି। ଆଉ କିଛି ସମୟ ପରେ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ।

Hot this week

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

Related Articles

Popular Categories