www.samajalive.in
Saturday, December 6, 2025
16.1 C
Bhubaneswar

ଅଭିବୃଦ୍ଧି, ଭିତ୍ତିଭୂମି ଏବଂ ମଧ୍ୟବିତ୍ତଙ୍କୁ ଗୁରୁତ୍ଵ

ସମାଜ ଡିଜିଟାଲ ଡେସ୍କ: ସଂସଦରେ ୨୦୨୫ର ସାଧାରଣ ବଜେଟ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଚଳିତ ବଜେଟରେ ୧୦ଟି କ୍ଷେତ୍ରକୁ ଗୁରୁତ୍ଵ ଦିଆଯାଇଛି। ବଜେଟରେ ଗ୍ରାମାଞ୍ଚଳର ଯୁବପିଢ଼ି, ଗରିବ, ମହିଳା ଏବଂ କୃଷକମାନଙ୍କୁ ପ୍ରାଥମିକତା ଦିଆଯାଇଥିବା କୁହାଯାଇଛି। ସେହିପରି ମଧ୍ୟବିତ୍ତ ଶ୍ରେଣୀର ବିକାଶକୁ ଗୁରୁତ୍ଵ ଦିଆଯାଇଛି। ବିକଶିତ ଭାରତ ସହିତ ଶୂନ୍ୟ ଦରିଦ୍ରତା ସରକାରଙ୍କ ମୂଳ ଲକ୍ଷ୍ୟ ବୋଲି ସୀତାରମଣ ବଜେଟ ପାଠ କରିବା ସମୟରେ କହିଛନ୍ତି। ମୋଟ ଉପରେ ଅଭିବୃଦ୍ଧି, ଭିତ୍ତିଭୂମି ଏବଂ ମଧ୍ୟବିତ୍ତଙ୍କୁ ଗୁରୁତ୍ଵ ଦିଆଯାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ଵରେ ଅର୍ଥନୀତିକୁ ଗତି ଦେବାକୁ ବଜେଟରେ ଉଦ୍ୟମ ହୋଇଛି ବୋଲି ସେ କହିଛନ୍ତି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories