www.samajalive.in
Tuesday, December 9, 2025
15.1 C
Bhubaneswar

ଅକ୍ଟୋବର ୧୬ ତାରିଖରୁ ଆରମ୍ଭ ହେବ ୨୦୨୧-୨୨ ଆର୍ଥିକ ବର୍ଷ ବଜେଟ ପ୍ରସ୍ତୁତି

ନୂଆଦିଲ୍ଲୀ: ଆସନ୍ତା ୨୦୨୧-୨୨ ଆର୍ଥିକବର୍ଷ ଲାଗି ବଜେଟ୍ ପ୍ରସ୍ତୁତି ଆସନ୍ତା ଅକ୍ଟୋବର ୧୬ ତାରିଖୁ ଆରମ୍ଭ ହେବ । ଏହା ପ୍ରଧାନମନ୍ତ୍ରୀ ମୋଦୀ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳ ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ତୃତୀୟ ବଜେଟ୍ ହେବ। କରୋନା ସଙ୍କଟ କାରଣରୁ ଅର୍ଥନୈତିକ ଅଭିବୃଦ୍ଧି ହ୍ରାସ ଏବଂ ରାଜସ୍ୱ ସଂଗ୍ରହ ହ୍ରାସ ଭଳି ସମସ୍ୟାର ମୁକାବିଲା ପାଇଁ ବଜେଟରେ ଘୋଷଣା କରାଯାଇପାରେ।

୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ୍ ଆକଳନ ଅନ୍ୟାନ୍ୟ ସଚିବ ଏବଂ ଖର୍ଚ୍ଚ ସଚିବଙ୍କ ଆର୍ଥିକ ପରାମର୍ଶଦାତାଙ୍କ ସହ ଆଲୋଚନା ସମାପ୍ତ ହେବା ପରେ ଚୂଡାନ୍ତ ହେବ | ପ୍ରାକ୍ ବଜେଟ୍ ବୈଠକ ଅକ୍ଟୋବର ୧୬ରୁ ଆରମ୍ଭ ହୋଇ ନଭେମ୍ବରର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଚାଲିବ |

- Advertisement -

ସୂଚନାଯୋଗ୍ୟ ଯେ ମୋଦୀ ସରକାର ୧୫୯ ବର୍ଷ ପୁରୁଣା ବ୍ରିଟିଶ ଯୁଗର ପରମ୍ପରାକୁ ଶେଷ କରି ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବ୍ରିଫକେଶ୍ ବଦଳରେ ନାଲି ଖାତାରେ ବଜେଟ ବାନ୍ଧି ଆଣିଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories