www.samajalive.in
Saturday, December 6, 2025
26.1 C
Bhubaneswar

୭.୫ କୋଟି ଏମଏସଏମଇ କର୍ମଚାରୀଙ୍କ ଉପରେ ଫୋକସ୍

ନୂଆଦିଲ୍ଲୀ : ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଲଗାତାର ଅଷ୍ଟମଥର ପାଇଁ ବଜେଟ୍ ଉପସ୍ଥାପନ କରୁଛନ୍ତି ସୀତାରମଣ। ଅର୍ଥନୀତିରେ ସମୃଦ୍ଧି ସାରା ବିଶ୍ଵକୁ ଚକିତ କରିଛି। ଗତ ୧୦ ବର୍ଷରେ ଅନେକ ସଂସ୍କାର କରାଯାଇଛି। ଏଥର ବଜେଟରେ ୧୦ଟି କ୍ଷେତ୍ରକୁ ଗୁରୁତ୍ଵ ଦିଆଯାଇଛି। ମତ୍ସ୍ୟ ଉତ୍ପାଦନରେ ଭାରତ ସାରା ବିଶ୍ଵରେ ଦ୍ଵିତୀୟ। ଟେକ୍ସଟାଇଲ ସେକ୍ଟର ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏମଏସଏମଇ ବିକାଶର ଦ୍ଵିତୀୟ ଇଞ୍ଜିନ୍। ୭.୫ କୋଟି ଏମଏସଏମଇ କର୍ମଚାରୀଙ୍କ ଉପରେ ଫୋକସ୍ କରାଯାଇଛି। ଏହି କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁରୀ କରାଯିବ। ଯୁବକଙ୍କୁ ଏମଏସଏମଇ ଦ୍ଵାରା ଅଧିକ ନିଯୁକ୍ତ ଦେଇ ହେବ। ଏମଏସଏମଇ ପାଇଁ ଋଣ ୫ କୋଟି ଟଙ୍କା ୧୦ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories