www.samajalive.in
Monday, December 15, 2025
15.1 C
Bhubaneswar

ରାଜ୍ୟର ଋଣ ଭାର ୧ ଲକ୍ଷ ୩୪ ହଜାର ୯୧୪ କୋଟି

ସମାଜ ଡିଜିଟାଲ ଡେସ୍କ: ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ସୋମବାର ଉପସ୍ଥାପିତ ହୋଇଛି। ବଜେଟର ଆକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କା ରହିଛି। ବଜେଟରେ ଦିଆଯାଇଥିବା ତଥ୍ୟ ଅନୁସାରେ, ରାଜ୍ୟର ଋଣ ଭାର ପରିମାଣ ୧ ଲକ୍ଷ ୩୪ ହଜାର ୯୧୪ କୋଟି ଟଙ୍କା ରହିଛି। ସେହିପରି କାର୍ଯ୍ୟକ୍ରମ ବ୍ୟୟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି ଥିବାବେଳେ ପୁଞ୍ଜି ବିନିଯୋଗ ପରିମାଣ ୬୫ ହଜାର ୧୨ କୋଟି ରହିଛି। ସାମାଜିକ କ୍ଷେତ୍ର ଲାଗି ବ୍ୟୟ ପରିମାଣ ୧ ଲକ୍ଷ ୧୯ ହଜାର ୫୬୫ କୋଟି ଟଙ୍କା ଦର୍ଶାଯାଇଛି। ଉନ୍ନୟନମୂଳକ ବ୍ୟୟ ଲାଗି ୨ ଲକ୍ଷ ୧୧ ହଜାର ୨୧୨ କୋଟି ଟଙ୍କା ରଖାଯାଇଛି। ସେହିପରି ରାଜସ୍ବ ବଳକା ପରିମାଣ ୩୧ ହଜାର ୮୦୦ କୋଟି ଥିବାବେଳେ ବିତ୍ତୀୟ ନିଅଣ୍ଟ ପରିମାଣ ୩୪ ହଜାର ୨୦୦ କୋଟି ବୋଲି ଦର୍ଶାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories