www.samajalive.in
Monday, December 15, 2025
14.1 C
Bhubaneswar

ଡି.ଏସ.ବି.ଏମରେ କେନ୍ଦ୍ରୀୟ ବଜେଟ -୨୦୨୫ ଉପରେ ଆଲୋଚନାଚକ୍ର

ଭୁବନେଶ୍ବର : ୟୁନିଟ -୮ ସ୍ଥିତ ଡି. ଏ.ଭି ସ୍କୁଲ ଅଫ ବିଜନେସ ମ୍ୟାନଜେମେଣ୍ଟ ଆନୁକୂଲ୍ୟରେ କେନ୍ଦ୍ରୀୟ ବଜେଟ -୨୦୨୫ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଆଲୋଚନାରେ ଶିଳ୍ପ, କର୍ପୋରେଟ ହାଉସ, ଶିକ୍ଷାବିତ ପ୍ରମୁଖ ବ୍ୟକ୍ତିବିଶେଷଙ୍କୁ ଏହି ଆଲୋଚନାରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରାଯାଇଥିଲା। ଡକ୍ଟର ସଂଜୀବ ମହାପାତ୍ର, ସାତ୍ଵିକ ସ୍ୱାଇଁ , ପ୍ରଫେସର କିଶୋର କୁମାର ଦାସ , ସି. ଏମ.ଏ ଶିବ ପ୍ରସାଦ ପାଢ଼ୀ ପ୍ରମୁଖ ଆଲୋଚନାଚକ୍ରରେ ଯୋଗ ଦେଇଥିଲେ। ଆଲୋଚନାକୁ ଅନୁଷ୍ଠାନର ଅଧ୍ୟକ୍ଷ ଡ଼ ଡ଼ି.ଏନ.ମିଶ୍ର ପରିଚାଳନା କରିବା ସହ ଭଳି ଆଲୋଚନାଚକ୍ର ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି କରିବାରେ ସହାୟକ ହେବ ବୋଲି କହିଥିଲେ । ଅନୁଷ୍ଠାନର ଅଧ୍ୟାପକ ଦେଵବ୍ରତ ସାହୁ  ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories