www.samajalive.in
Sunday, December 7, 2025
18.1 C
Bhubaneswar

ଜୁଲାଇ ୨୩ରେ କେନ୍ଦ୍ର ବଜେଟ

ନୂଆଦିଲ୍ଲୀ : ଦେଶର ସାଧାରଣ ବଜେଟ ଜୁଲାଇ ୨୩ରେ ଆଗତ ହେବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ବଜେଟ ଅଧିବେଶନ ଡକାଇବା ନେଇ ସରକାରଙ୍କ ପ୍ରସ୍ତାବକୁ ମଞ୍ଜୁରି ଦେଇଦେଇଛନ୍ତି । ଏହି ବଜେଟ୍ ଅଧିବେଶନ ୨୨ ଜୁଲାଇରୁ ୧୨ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ । ଲୋକସଭାରେ ୨୩ ଜୁଲାଇରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଆଗତ କରିବେ । ଏନେଇ କେନ୍ଦ୍ର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି । କହିରଖୁଛୁ ଫେବୃୟାରୀ ୧ରେ କାମଚଳା ବଜେଟ ଉପସ୍ଥାପନ ହୋଇଥିଲା ।

ଦେଖନ୍ତୁ ଭିଡିଓ ; ବିଚ୍ ରାସ୍ତାରେ ବିବାହ ପୂର୍ବରୁ ରିକ୍ସାରେ ଏମିତି କିଛି କଲେ କନ୍ୟା..

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories