www.samajalive.in
Monday, December 8, 2025
16.1 C
Bhubaneswar

ବୁଧ-ଶୁକ୍ର ଏକାଠି ପରେ ଅକ୍ଟୋବରରେ ଲକ୍ଷ୍ମୀ-ନାରାୟଣ ଯୋଗ ; ଏହି ରାଶିଙ୍କ ଚମକିବ ଭାଗ୍ୟ, ଧନ ଲାଭର ଯୋଗ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ପ୍ରତ୍ୟେକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ଚଳନ କରି ଥାଆନ୍ତି । ଏହାର ପ୍ରଭାବ ସମସ୍ତ ୧୨ ରାଶି ଉପରେ ପଡିଥାଏ । ଅକ୍ଟୋବରରେ ବୁଧ ଓ ଶୁକ୍ର ଗ୍ରହ ନିଜ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ । ଏହାଦ୍ୱାରା କନ୍ୟା ରାଶିରେ ଲକ୍ଷ୍ମୀ -ନାରାୟଣ ଯୋଗ ସୃଷ୍ଟି ହେବ । ଶାସ୍ତ୍ର ଅନୁଯାୟୀ, ଲକ୍ଷ୍ମୀ-ନାରାୟଣ ଯୋଗର ବିଶେଷ ମହତ୍ତ୍ୱ ରହିଛି । ଶାସ୍ତ୍ରରେ ଏହାକୁ ଅତ୍ୟନ୍ତ ଶୁଭ ବୋଲି କୁହାଯାଇଛି । ଏହି ଯୋଗ ଫଳରେ କିଛି ରାଶି ବ୍ୟକ୍ତି ବିଶେଷଙ୍କୁ ମା’ଲକ୍ଷ୍ମୀଙ୍କ କୃପାରୁ ଧନ ସମ୍ପତ୍ତି ବୃଦ୍ଧି ହେବ । ଜାଣନ୍ତୁ ଶୁକ୍ର ଓ ବୁଧ ଏକାଠି ହେବା ଦ୍ୱାରା ସୃଷ୍ଟି ହେଉଥିବା ଲକ୍ଷ୍ମୀ ନାରାୟଣ ଯୋଗ କେଉଁ ରାଶିଙ୍କୁ ଭାଗ୍ୟଶାଳୀ କରିବ..

ତୁଳା – ଏହି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଲକ୍ଷ୍ମୀ-ନାରାୟଣ ଯୋଗ ଶୁଭଫଳ ପ୍ରଦାନ କରିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ମାନ-ସମ୍ମାନ ବୃଦ୍ଧି ହେବ । ଆତ୍ମବିଶ୍ୱାସ ମଧ୍ୟ ବୃଦ୍ଧି ହେବ । ଚାକିରିରେ ପଦନ୍ନୋତିର ଯୋଗ ରହିଛି । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ସ୍ଥିର ହେବ ।

ବୃହସ୍ପତିଙ୍କ ପ୍ରଭାବ; ୨୦୨୪ ଶେଷ ପର୍ଯ୍ୟନ୍ତ ଏହି ରାଶି ହେବେ ଭାଗ୍ୟଶାଳୀ, ଭାଗ୍ୟ ବଦଳିବ, ହଠାତ୍‌ ମିଳିବ ଧନ..

- Advertisement -

ମକର- ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ଶୁଭଫଳ ମିଳିବ । କର୍ମକ୍ଷେତ୍ରରେ ଉନ୍ନତି ହେବ । ଚାକିରିରେ ପଦନ୍ନୋତି ସହ ଦରମା ବୃଦ୍ଧି ହେବ । ବ୍ୟବସାୟୀ ଲାଭବାନ୍‌ ହେବେ । ବୁଧଙ୍କ ଚଳନ ଯୋଗୁଁ ଆୟର ନୂଆ ରାସ୍ତା ସାମ୍ନାକୁ ଆସିବ ।

ବାସ୍‌ ଗୋଟିଏ ଗ୍ଲାସ ଉଷୁମ କ୍ଷୀର; ଅମୃତ ସମାନ,ଏମିତି ପିଇଲେ ମିଳିବ ଚମତ୍କାରୀ ଲାଭ..

କୁମ୍ଭ- ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ଶୁଭଫଳ ମିଳିବ । ଭାଗ୍ୟର ସାଥ୍‌ ମିଳିବ । କର୍ମକ୍ଷେତ୍ର ଓ ବ୍ୟବସାୟରେ ଲାଭ ମିଳିବ । ଦେଶ-ବିଦେଶ ଯାତ୍ରା କରି ପାରନ୍ତି । ବେତନ ବୃଦ୍ଧିର ଯୋଗ ରହିଛି । ଇଚ୍ଛା ପୂରଣ ହେବ । କାର୍ଯ୍ୟରେ ସଫଳତା ମିଳିବ ।

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories