www.samajalive.in
Tuesday, December 9, 2025
16.1 C
Bhubaneswar

୧୦ ଅକ୍ଟୋବରରରୁ ଏହି ରାଶିଙ୍କୁ ଭାଗ୍ୟଶାଳୀ କରିବ ବୁଧଙ୍କ ରାଶି ପରିବର୍ତ୍ତନ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ପ୍ରତ୍ୟେକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରି ଥାଆନ୍ତି । ଏହାର ପ୍ରଭାବ ସମସ୍ତ ୧୨ ରାଶି ଉପରେ ପଡିଥାଏ । ଜ୍ୟୋତିଷ ଗଣନା ଅନୁସାରେ ଗ୍ରହଙ୍କ ରାଜକୁମାର ବୁଧ ୧୦ ଅକ୍ଟୋବରରେ ତୁଳା ରାଶିରେ ପ୍ରବେଶ କରିବେ । ୧୦ ଅକ୍ଟୋବରରେ ଦିନ ୧୧ଟା ୨୫ ମିନିଟରେ ବୁଧ ତୁଳା ରାଶିରେ ଚଳନ କରିବେ । ଏହାର ପ୍ରଭାବ ୫ ରାଶି ପାଇଁ ବେଶ ଶୁଭଙ୍କର । ଜାଣନ୍ତୁ କେଉଁ ରାଶି ହେବେ ଭାଗ୍ୟଶାଳୀ..

ବୃଷ – ଏହି ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଚାକିରି ଓ ବ୍ୟବସାୟ ଉଭୟ ପାଇଁ ସମୟ ଅନୁକୂଳ ରହିଛି । ଉନ୍ନତି ପାଇଁ ନୂଆ ରାସ୍ତା ସାମ୍ନାକୁ ଆସିବ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସହଯୋଗ ମିଳିବ । ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଅନକୂଳ ରହିଛି ।

- Advertisement -

କର୍କଟ – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଶୁଭ ଖବର ମିଳିବ । ଆୟର ନୂଆ ରାସ୍ତା ସାମ୍ନାକୁ ଆସିବ । ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କ ଦରମା ବୃଦ୍ଧି ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ପରିବାର ସଦସ୍ୟଙ୍କ ସହ ଉତ୍ତମ ସମୟ ଅତିବାହିତ କରିବେ ।

କନ୍ୟା – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଧନ ପ୍ରାପ୍ତି ହେବ । ମାନସିକ ଶାନ୍ତି ମିଳିବ । ଚାକିରିରେ ପଦନ୍ନୋତି ମିଳିବ । ମନକୁ ଶାନ୍ତି ମିଳିବ । କରଜରୁ ମୁକ୍ତି ମିଳିବ ।

ବିଛା – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ କର୍ମକ୍ଷେତ୍ରରେ ନୂଆ ସୁଯୋଗ ମିଳିବ । ଆର୍ଥିକ ସ୍ଥିତି ମଜଭୁତ ହେବ । ଅଟକି ଥିବା କାମ ପୂରଣ ହେବ ।

କୁମ୍ଭ- ଏହି ରାଶିଙ୍କ ପାଇଁ ସମୟ ଅନକୂଳ ରହିଛି । ନିବେଶ କରି ଲାଭବାନ୍‌ ହେବେ । ବାହନ ସୁଖ ମିଳିବ । ଶୁଭ ଖବର ମିଳିବ ।

ୟୁଟ୍ୟୁବ୍‌ ସର୍ଟ୍ସ ପାଇଁ ଆସିଲା ବଡ ଅପଡେଟ୍‌; ଅକ୍ଟୋବର ୧୫ରୁ ହେବ ଏହି ପରିବର୍ତ୍ତନ ..

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories