www.samajalive.in
Saturday, December 6, 2025
26.1 C
Bhubaneswar

ଅକ୍ଟୋବର ୨୨ରୁ ଏହି ରାଶି ହେବେ ଭାଗ୍ୟଶାଳୀ; ବୁଧ ଚମକାଇବେ ଭାଗ୍ୟ, ମିଳିବ ଧନ, ସଫଳତା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ପ୍ରତ୍ୟେକ ଗ୍ରହ ନିର୍ଦ୍ଦିଷ୍ଟ ସମୟରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ କରି ଥାଆନ୍ତି । ଗ୍ରହଙ୍କ ଚଳନ ଯୋଗୁଁ ଏହାର ପ୍ରଭାବ ସମସ୍ତ ୧୨ ରାଶି ଉପରେ ପଡିଥାଏ । ଜ୍ୟୋତିଷ ଗଣନା ଅନୁସାରେ ବୁଦ୍ଧି, ବ୍ୟବସାୟ, ସୁଖ-ସମୃଦ୍ଧିର କାରକ ବୁଧ ଶୀଘ୍ର ରାଶି ପରିବର୍ତ୍ତନ କରିବେ ।

ଦୀପାବଳି ପୂର୍ବରୁ ୨୨ ଅକ୍ଟୋବରରେ ସନ୍ଧ୍ୟା ୬ଟା ୫୮ ମିନିଟ୍‌ରେ ବୁଧ ତୁଳା ରାଶିରେ ଉଦୟ ହେବାକୁ ଯାଉଛନ୍ତି । ବୁଧ ଉଦୟ ହେବା ପରେ ୩ ରାଶି ବ୍ୟକ୍ତି ବିଶେଷଙ୍କୁ ଖୁବ୍‌ ଶୁଭଫଳ ମିଳିବ । ଜାଣନ୍ତୁ..

- Advertisement -

ମିଥୁନ – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଖୁବ୍‌ ଲାଭ ମିଳିବ । ଏମାନଙ୍କ ଜୀବନରେ ଶୁଭ ପରିବର୍ତ୍ତନ ହେବ । କର୍ମକ୍ଷେତ୍ରରେ ନୂଆ ସୁଯୋଗ ମିଳିବ । ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କ ପାଇଁ ସମୟ ଅନୁକୂଳ ରହିଛି । ଧନ ଲାଭର ଯୋଗ ରହିଛି । ଆର୍ଥିକ ସ୍ଥିତି ମଜଭୁତ ହେବ ।

ଜାଣନ୍ତୁ.. କେମିତି ଲକ୍‌ ଓ ଅନ୍‌ଲକ୍‌ କରିବେ ନିଜର ଆଧାରକାର୍ଡ; ଆଉ ହେବେନି ଠକେଇର ଶିକାର..

କନ୍ୟା – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଅନେକ କ୍ଷେତ୍ରରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଯାତ୍ରାର ଯୋଗ ରହିଛି । ବ୍ୟବସାୟୀ ଲାଭବାନ୍‌ ହେବେ । ଟଙ୍କା ନିବେଶ ପାଇଁ ଶୁଭ ସମୟ । ସ୍ୱାସ୍ଥ୍ୟରେ ଉନ୍ନତି ହେବ ।

ମାତ୍ର ୧ ଟଙ୍କା.. ଜାଣନ୍ତୁ ଜିଓର ଏହି ପ୍ଲାନ୍‌ରେ ମିଳିବ କି କି ସୁବିଧା..

ତୁଳା – ଏହି ରାଶି ବ୍ୟକ୍ତି ବିଶେଷଙ୍କ ଆର୍ଥିକ ସ୍ଥିତି ମଜଭୁତ ହେବ । ଭାଗ୍ୟର ସାଥ୍‌ ମିଳିବ । ଅଟକି ଥିବା କାମରେ ସଫଳତା ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଜୀବନସାଥୀଙ୍କ ସହଯୋଗ ମିଳିବ । ବ୍ୟବସାୟୀ ଲାଭବାନ୍‌ ହେବେ ।

ଦେଖନ୍ତୁ ଛାତିଥରା ଭିଡିଓ; ରାତିରେ ରାସ୍ତାରେ ଯାଉଥିଲେ ଦମ୍ପତି, ସାମ୍ନାକୁ ଆସିଗଲା ସିଂହ, ଆଉ ତା’ପରେ..

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories