ବୁଧଙ୍କ ଓଲଟା ଚଳନ ଆରମ୍ଭ ; ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହଠାତ୍‌ ମିଳିବ ଧନ..

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ପ୍ରତ୍ୟେକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଚଳନ କରି ଥାଆନ୍ତି । ଏହାର ପ୍ରଭାବ ସମସ୍ତ ରାଶି ଉପରେ ପଡିଥାଏ । ଗ୍ରହଙ୍କ ରାଜକୁମାର ବୁଧ ୫ ଅଗଷ୍ଟରେ ସିଂହ ରାଶିରେ ବକ୍ରି ହୋଇଛନ୍ତି । ବୁଧ ବକ୍ରି ହେବା ଦ୍ୱାରା କିଛି ରାଶି ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ସିଂହ – ଗ୍ରହଙ୍କ ରାଜକୁମାର ବୁଧ ସିଂହ ରାଶିରେ ପ୍ରବେଶ କରିଛନ୍ତି … Continue reading ବୁଧଙ୍କ ଓଲଟା ଚଳନ ଆରମ୍ଭ ; ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହଠାତ୍‌ ମିଳିବ ଧନ..