www.samajalive.in
Sunday, December 14, 2025
26.1 C
Bhubaneswar

ଭୁଷୁଡିଲା ୬ ମହଲା କୋଠା, ଚାପି ହୋଇଗଲେ ଅନେକ ଶ୍ରମିକ

ରାୟପୁର :ଛତିଶଗଡର ରାଜଧାନୀ ରାୟପୁରରେ ଶନିବାର ଏକ ବଡ ଦୁର୍ଘଟଣା ଘଟିଛି । ତେଲିବାନ୍ଧା ଥାନା ଅଞ୍ଚଳ ଭିଆଇପି ରୋଡରେ ନିର୍ମାଣାଧିନ କୋଠା ଭୁଷୁଡିପଡିଛି । ଏଥିରେ ଅନେକ ଶ୍ରମିକ ଚାପି ହୋଇ ରହିଛନ୍ତି । କିଛି ଜଣଙ୍କୁ ଉଦ୍ଧାର କରି ତୁରନ୍ତ ହସ୍ପିଟାଲ ପଠାଯାଇଛି । ଘଟଣାସ୍ଥଳରେ ପୁଲିସ ଓ ସୁରକ୍ଷାଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories