www.samajalive.in
Monday, December 8, 2025
27.1 C
Bhubaneswar

ବୁମ୍‌ରା : ଶ୍ରେଷ୍ଠ ବୋଲର

ନୂଆଦିଲ୍ଲୀ : ଫାଷ୍ଟ ବୋଲର ଯଶପ୍ରୀତ ବୁମ୍‌ରା ଚଳିତ ସିରିଜରେ ମୋଟ ୨୧ଟି ୱିକେଟ ଅକ୍ତିଆର କରି ଶ୍ରେଷ୍ଠ ବୋଲରଭାବେ ମାନ୍ୟତାଲାଭ କରିଛନ୍ତି। ବୁମ୍‌ରା ଆଡିଲେଡ୍‌ରେ ୬, ପର୍ଥରେ ୫, ମେଲବୋର୍ଣ୍ଣରେ ୯ ଓ ସିଡ୍‌ନୀରେ ୧ ୱିକେଟ ହାସଲ କରିଛନ୍ତି। ମେଲବୋର୍ଣ୍ଣରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସରେ ୩୩ ରନରେ ୬ଟି ୱିକେଟ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ରହିଥିଲା। ବୁମ୍‌ରାଙ୍କ ପଛକୁ ମହମ୍ମଦ ସାମି ଦ୍ବିତୀୟ ଶ୍ରେଷ୍ଠ ଭାରତୀୟ ବୋଲରଭାବେ ୧୬ଟି ୱିକେଟ ଅକ୍ତିଆର କରିଛନ୍ତି।

Hot this week

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

Related Articles

Popular Categories